• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କ ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇପାରେ...

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ଶୁକ୍ରବାର, ଚନ୍ଦ୍ର – ଧନୁ ରାତ୍ରି ୦୧.୪୭ ଗତେ ମକର, ତିଥି – ୧୨ଶୀ ରାତ୍ରି ୧୧.୩୬ ଗତେ ୧୩ଶୀ, ଘାତ ଚନ୍ଦ୍ର – ତୁଳା, କୁମ୍ଭ ରାତ୍ରି ୦୧.୪୭ ଗତେ ସିଂହ, ଘାତ ବାର-ବିଛା , ଧନୁ ଓ ମୀନ, ପୁଷ୍କର ଦୋଷ – ୧ ପାଦ-ପଶୁସମ୍ପଦ ନାଶ- ଅନ୍ନଦାନ ରାତ୍ରି ୦୮.୨୭ ଗତେ ୨ ପାଦ

Libra

ତୁଳା

Friday 17 Feb 2023

ଚିତ୍ରା- ଭାଇ- ଭଉଣୀମାନଙ୍କ ସହ ମନୋମାଳିନ୍ୟ ଦୂର ହେବ । ଆଶା କରିଥିବା ଖବର ପାଇ ଖୁସି ହୋଇଯିବେ । ପ୍ରେମିକା, ପ୍ରେମିକମାନଙ୍କର ଅନେକ ଦିନର ଅଭିଳାଷା ପୂର୍ଣ୍ଣ ହେବ ।
ସ୍ୱାତୀ- ପଡୋଶୀ ଏବଂ କୁଟୁମ୍ଭ ସହ ଲାଗିଥିବା କଳହର ସମାଧାନ ହୋଇଯିବ । ଯାନବାହନ କିଣି ଖୁସି ଅନୁଭବ କରିବେ । ଜାଗା ଜମି କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱ ଦୂରେଇ ଯିବ ।  
ବିଶାଖା- ଛାତ୍ରଛାତ୍ରୀମାନେ ପରୀକ୍ଷାରେ ଉତ୍ତମ ଫଳ ପ୍ରଦର୍ଶନ କରିବେ । ଅବିବାହିତ ଯୁବକ, ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିରିକୃତ ହୋଇଯିବ । ଉଧାର ଦେଇଥିବା ଟଙ୍କା ସହଜରେ ହସ୍ତଗତ ହୋଇଯିବ । 

ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :