• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କ ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇପାରେ...

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ଶୁକ୍ରବାର, ଚନ୍ଦ୍ର – ଧନୁ ରାତ୍ରି ୦୧.୪୭ ଗତେ ମକର, ତିଥି – ୧୨ଶୀ ରାତ୍ରି ୧୧.୩୬ ଗତେ ୧୩ଶୀ, ଘାତ ଚନ୍ଦ୍ର – ତୁଳା, କୁମ୍ଭ ରାତ୍ରି ୦୧.୪୭ ଗତେ ସିଂହ, ଘାତ ବାର-ବିଛା , ଧନୁ ଓ ମୀନ, ପୁଷ୍କର ଦୋଷ – ୧ ପାଦ-ପଶୁସମ୍ପଦ ନାଶ- ଅନ୍ନଦାନ ରାତ୍ରି ୦୮.୨୭ ଗତେ ୨ ପାଦ

Scorpio

ବିଛା

Friday 17 Feb 2023

ବିଶାଖା- ମହିଳା ଓ ପୁରୁଷ ସହକର୍ମୀ ମାନଙ୍କର ସମର୍ଥନ ଯୋଗୁ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଫଳ ଲାଭ ପାଇବା ସହ ଆର୍ଥିକ ସ୍ଥିତି ବୃଦ୍ଧି ହେବ । 
ଅନୁରାଧା- ପାରିବାରିକ କ୍ଷେତ୍ରରେ ସ୍ନେହ ସ୍ୱଭାବ ଦେଖାଦେବ । ଶିକ୍ଷାର୍ଥୀଙ୍କ ପଢାରେ ଦେଖାଯାଉଥିବା ପ୍ରତିବନ୍ଧକ ଦୂରେଇ ଯିବ । ନୂଆ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ ।
ଜ୍ୟୋଷ୍ଠା- ରାଜନୀତି ସଙ୍ଗଠନ ସୁଦୃଢ ହେବ । କଠିନ ପରିଶ୍ରମ କରୁଥିବା ଛାତ୍ରମାନଙ୍କ ଆଶା ଶେଷରେ ପୂରଣ ହେବ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ

ପ୍ରତିକାର – ଶ୍ରୀ ହନୁମାନ ଚାଳିସା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :