ସୈାର କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ଶୁକ୍ରବାର, ଚନ୍ଦ୍ର – ଧନୁ ରାତ୍ରି ୦୧.୪୭ ଗତେ ମକର, ତିଥି – ୧୨ଶୀ ରାତ୍ରି ୧୧.୩୬ ଗତେ ୧୩ଶୀ, ଘାତ ଚନ୍ଦ୍ର – ତୁଳା, କୁମ୍ଭ ରାତ୍ରି ୦୧.୪୭ ଗତେ ସିଂହ, ଘାତ ବାର-ବିଛା , ଧନୁ ଓ ମୀନ, ପୁଷ୍କର ଦୋଷ – ୧ ପାଦ-ପଶୁସମ୍ପଦ ନାଶ- ଅନ୍ନଦାନ ରାତ୍ରି ୦୮.୨୭ ଗତେ ୨ ପାଦ
ଉ, ଷାଢା- କଠିନ ପରିଶ୍ରମ କରିବା ଯୋଗୁ ଶାରୀରିକ ଅସୁସ୍ଥତା ଦେଖାଦେଇ ପାରେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ ।
ଶ୍ରବଣା- ପ୍ରେମିକ, ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । କଳକାରଖାନାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ । ଛାତ୍ରଛାତ୍ରୀମାନେ ପଢାରେ ଆଗ୍ରହ ପ୍ରକାଶ କରି ପରୀକ୍ଷାରେ କୃତକାର୍ଯ୍ୟ ହେବେ ।
ଧନିଷ୍ଠା- ଆଇନ ଅଦାଲତରେ ଜୟଯୁକ୍ତ ହୋଇପାରନ୍ତି । ମହିଳାମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହୋଇପାରନ୍ତି । ଋଣ ପରିଶୋଧ କରିବାରେ ସୁଯୋଗ ପାଇବେ ।
ପ୍ରତିକାର – ଗରିବ ଲୋକଙ୍କୁ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮