• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କ ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇପାରେ...

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ଶୁକ୍ରବାର, ଚନ୍ଦ୍ର – ଧନୁ ରାତ୍ରି ୦୧.୪୭ ଗତେ ମକର, ତିଥି – ୧୨ଶୀ ରାତ୍ରି ୧୧.୩୬ ଗତେ ୧୩ଶୀ, ଘାତ ଚନ୍ଦ୍ର – ତୁଳା, କୁମ୍ଭ ରାତ୍ରି ୦୧.୪୭ ଗତେ ସିଂହ, ଘାତ ବାର-ବିଛା , ଧନୁ ଓ ମୀନ, ପୁଷ୍କର ଦୋଷ – ୧ ପାଦ-ପଶୁସମ୍ପଦ ନାଶ- ଅନ୍ନଦାନ ରାତ୍ରି ୦୮.୨୭ ଗତେ ୨ ପାଦ

Aquarius

କୁମ୍ଭ

Friday 17 Feb 2023

ଧନିଷ୍ଠା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବା ଫଳରେ ସୁଖଶାନ୍ତି ଫେରି ଆସିବ । ବାଣିଜ୍ୟ- ବ୍ୟବସାୟରେ ସ୍ଥିତି ସୁଦୃଢ ହୋଇଯିବ । 
ଶତଭିଷା- ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ଆନୁଷ୍ଠାନିକ କାମହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି । ସାମାଜିକ କଲ୍ୟାଣରେ ପୂର୍ଣ୍ଣ ସହଯୋଗ କରିବେ ।
ପୂ,  ଭାଦ୍ରପଦ- ବିଦ୍ୟାର୍ଥୀମାନେ ପଢାରେ ମନ ଲଗାଇ ପାରିବେ ନାହିଁ । ପଡୋଶୀମାନେ ଈର୍ଷାପରାୟଣ ହେଲେ ବି କ୍ଷତିକାରୀ ହେବେ ନାହିଁ । ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବା ସହ ଋଣ ପରିଶୋଧ କରି ପାରନ୍ତି । 

ପ୍ରତିକାର – ଦକ୍ଷିଣ କାଳୀଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :