• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th Jan 2024: ଆଜି ଏହି ରାଶିର ବ୍ୟକ୍ତି ନମାନି କାମ କଲେ ଅପମାନିତ ହେବେ

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୭ ତାରିଖ ବୁଧବାର । ଚନ୍ଦ୍ର- ମୀନ ରାତ୍ରି ୦୩.୩୪ ଗତେ ମେଷ । ତିଥି- ୭ମୀ ରାତ୍ରି ୧୦.୦୭ ଗତେ ୮ମୀ । ଘାତଚନ୍ଦ୍ର- ଧନୁ ରାଶିର ରାତ୍ରି ୦୩.୩୪ ଗତେ ମେଷ ରାଶିର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୦.୦୭ ପର୍ଯ୍ୟନ୍ତ ।

Taurus

ବୃଷ

Wednesday 17 Jan 2024

କୃତିକା- ନିତ୍ୟ କର୍ମରେ ବ୍ୟତିକ୍ରମ ଘଟିପାରେ । ପରିବେଶ ଆନନ୍ଦ ଦାୟକ ରହିବ । ଧନ ହେତୁ ଶାନ୍ତି ଅନୁଭବ କରିବେ । କର୍ମକ୍ଷେତ୍ରରେ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ।

ରୋହିଣୀ- ପାରିବାରିକ ସ୍ତରରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ । ଅନ୍ୟଙ୍କୁ ମନେଇ କାମ କରିବାର କୌଶଳକୁ ପ୍ରୟୋଗ କରି ସକ୍ଷମ ହେବେ । ସମସ୍ୟା ସମାଧାନ କ୍ଷେତ୍ରରେ ଆନୁଷଙ୍ଗିକ ଅନୁକୂଳ ପରିସ୍ଥିତି ଅବଶ୍ୟ ସୃଷ୍ଟି ହେବ ।

ମୃଗଶିରା- ଅନ୍ୟମାନଙ୍କ କଥା ଶୁଣି ବ୍ୟସ୍ତତା ଅନୁଭବ କରିପାରନ୍ତି । ଅଫିସ୍ କାମରେ ପରିସ୍ଥିତିବଶତଃ ଇଚ୍ଛା ନ ଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ । ବ୍ୟବସାୟ, ବାଣିଜ୍ୟରେ କ୍ଷତି ନ ହେଲେ ମଧ୍ୟ ବିଶେଷ ଲାଭ ନ ହୋଇପାରେ ।

ପ୍ରତିକାର- ମା’ କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :