• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th Jan 2024: ଆଜି ଏହି ରାଶିର ବ୍ୟକ୍ତି ନମାନି କାମ କଲେ ଅପମାନିତ ହେବେ

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୭ ତାରିଖ ବୁଧବାର । ଚନ୍ଦ୍ର- ମୀନ ରାତ୍ରି ୦୩.୩୪ ଗତେ ମେଷ । ତିଥି- ୭ମୀ ରାତ୍ରି ୧୦.୦୭ ଗତେ ୮ମୀ । ଘାତଚନ୍ଦ୍ର- ଧନୁ ରାଶିର ରାତ୍ରି ୦୩.୩୪ ଗତେ ମେଷ ରାଶିର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୦.୦୭ ପର୍ଯ୍ୟନ୍ତ ।

Gemini

ମିଥୁନ

Wednesday 17 Jan 2024

ମୃଗଶିରା- ପରିବାରରେ ଆପୋସ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ହୋଇଯିବ । ବନ୍ଧୁଙ୍କ ସହ ଭ୍ରମଣ ସୁଯୋଗ ଲାଭକରି ସାମୟିକ ଖୁସି ଅନୁଭବ କରିବେ । ନିଜ ଅବହେଳା ଯୋଗୁ ସ୍ୱାସ୍ଥ୍ୟରେ ସମସ୍ୟା ଆଶଙ୍କା ଦେଖାଦେବ ।

ଆଦ୍ରା- ମାଲିମକଦ୍ଦମାରେ ବିଜୟୀ, ବ୍ୟବସାୟରେ ଉନ୍ନତି, ରାଜନୀତିରେ ସମ୍ମାନ ପାଇବେ । ଆକସ୍ମିକ ଭାବରେ ଦୂରଯାତ୍ରା କରିବାକୁ ବାଧ୍ୟ ହୋଇପାରନ୍ତି । ଶିକ୍ଷାର୍ଥୀ ମାନଙ୍କର ଶିକ୍ଷାରେ ଦକ୍ଷତା ଓ ଅଭିଜ୍ଞତା ବଢିବ ।

ପୁନର୍ବସୁ- ଫାଇଲ୍ କାମ ବୃଦ୍ଧି କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ କିମ୍ବା ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି।କର୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ ।

ପ୍ରତିକାର- ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :