• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th Jan 2024: ଆଜି ଏହି ରାଶିର ବ୍ୟକ୍ତି ନମାନି କାମ କଲେ ଅପମାନିତ ହେବେ

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୭ ତାରିଖ ବୁଧବାର । ଚନ୍ଦ୍ର- ମୀନ ରାତ୍ରି ୦୩.୩୪ ଗତେ ମେଷ । ତିଥି- ୭ମୀ ରାତ୍ରି ୧୦.୦୭ ଗତେ ୮ମୀ । ଘାତଚନ୍ଦ୍ର- ଧନୁ ରାଶିର ରାତ୍ରି ୦୩.୩୪ ଗତେ ମେଷ ରାଶିର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୦.୦୭ ପର୍ଯ୍ୟନ୍ତ ।

Cancer

କର୍କଟ

Wednesday 17 Jan 2024

ପୁନର୍ବସୁ- ସ୍ୱାସ୍ଥ୍ୟ ସମସ୍ୟା ସମ୍ପୂର୍ଣ୍ଣ ଖରାପ ନ ହେଲେ ମଧ୍ୟ ବିଶେଷ ଭଲ ରହିବ ନାହିଁ । ଆତ୍ମୀୟସ୍ୱଜନ ବିଭିନ୍ନ ଆଳ ଦେଖାଇ ଆପଣଙ୍କୁ ଅସହଯୋଗ କରିପାରନ୍ତି । ପାରିବାରିକ ବାତାବରଣ ଶାନ୍ତିଦାୟକ ରହିବ ।

ପୁଷ୍ୟା- ସାମାଜିକ ସ୍ତରରେ ପରୋକ୍ଷ ଶତ୍ରୁତା ହେତୁ ମନଟା ଭଲ ଲାଗିବ ନାହିଁ । ଆପଣଙ୍କୁ ଅତିରିକ୍ତ ଖର୍ଚ୍ଚ ମଧ୍ୟ କରିବାକୁ ପଡ଼ିପାରେ । ଛାତ୍ରମାନେ ଅଧିକ ପରିଶ୍ରମ କରି ସେମାନଙ୍କର ଆତ୍ମବିଶ୍ୱାସ ବଢିବ ।

ଅଶ୍ଲେଷା- ଅଫିସ୍‌ରେ ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ । କାହାକୁ ହେଲେ ବିରକ୍ତିଭରା କଥା କହିବା ଠିକ୍ ହେବ ନାହିଁ । ଗୁରୁତ୍ୱପୂର୍ଣ୍ଣ କାମ ସକାଶେ ଆବଶ୍ୟକ ଅର୍ଥ ଜଣେ ବନ୍ଧୁଙ୍କ ନିକଟରୁ ପ୍ରାପ୍ତି ହେବ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨

ପ୍ରତିକାର- ମା’ ଭୁବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :