• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th Jan 2024: ଆଜି ଏହି ରାଶିର ବ୍ୟକ୍ତି ନମାନି କାମ କଲେ ଅପମାନିତ ହେବେ

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୭ ତାରିଖ ବୁଧବାର । ଚନ୍ଦ୍ର- ମୀନ ରାତ୍ରି ୦୩.୩୪ ଗତେ ମେଷ । ତିଥି- ୭ମୀ ରାତ୍ରି ୧୦.୦୭ ଗତେ ୮ମୀ । ଘାତଚନ୍ଦ୍ର- ଧନୁ ରାଶିର ରାତ୍ରି ୦୩.୩୪ ଗତେ ମେଷ ରାଶିର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୦.୦୭ ପର୍ଯ୍ୟନ୍ତ ।

Leo

ସିଂହ

Wednesday 17 Jan 2024

ମଘା- ପାରିବାରିକ ଯୋଜନାଗୁଡ଼ିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ । କର୍ମକ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ । ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନାହିଁ ।

ପୂ,ଫାଲଗୁନି- ପାରିବାରିକ କ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ମତାନ୍ତର ସୃଷ୍ଟିର ଆଶଙ୍କା ରହିଛି । ଆଜିର କାମଗୁଡ଼ିକୁ ଯଥା ସମୟରେ ସମ୍ପନ୍ନ କରିପାରିବେ । କେବଳ ଲୋଭନୀୟ ପ୍ରତିଶ୍ରୁତି ଦେଇ ଉତ୍ତେଜନାପୂର୍ଣ୍ଣ ବାତାବରଣକୁ ହାଲୁକା କରିପାରିବେ ।

ଉ,ଫାଲଗୁନି- ସମ୍ପର୍କୀୟଙ୍କ ସାହାଯ୍ୟ ଓ ସହଯୋଗରେ କାମ ହାସଲ କରିବେ । ଅନ୍ୟମାନଙ୍କ ବାରଣ ନମାନି କାମ କଲେ କୌଣସି କ୍ଷେତ୍ରରେ ଅପମାନିତ ହେବାକୁ ପଡ଼ିପାରେ ।

ପ୍ରତିକାର- ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :