• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th Jan 2024: ଆଜି ଏହି ରାଶିର ବ୍ୟକ୍ତି ନମାନି କାମ କଲେ ଅପମାନିତ ହେବେ

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୭ ତାରିଖ ବୁଧବାର । ଚନ୍ଦ୍ର- ମୀନ ରାତ୍ରି ୦୩.୩୪ ଗତେ ମେଷ । ତିଥି- ୭ମୀ ରାତ୍ରି ୧୦.୦୭ ଗତେ ୮ମୀ । ଘାତଚନ୍ଦ୍ର- ଧନୁ ରାଶିର ରାତ୍ରି ୦୩.୩୪ ଗତେ ମେଷ ରାଶିର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୦.୦୭ ପର୍ଯ୍ୟନ୍ତ ।

Libra

ତୁଳା

Wednesday 17 Jan 2024

ଚିତ୍ରା- ଶାରୀରିକ ଅବସ୍ଥାରେ ସନ୍ତୁଳନ ପାଇବେ । କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ଭୁଲ୍ ଧାରଣା ଯୋଗୁ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିବେ । ଏକ ନୂତନ ବ୍ୟବସାୟ ଆରମ୍ଭ କରନ୍ତି, ତେବେ ଫଳାଫଳ ଅନୁକୂଳ ହେବ ।

ସ୍ୱାତୀ- ସଭା ସମିତିରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଆସିବେ । ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବାର ସାମୟିକ ଆଶ୍ୱସ୍ତି ଅନୁଭବ କରିବେ । ସଭାସମିତିରେ ଆପଣଙ୍କ ଯୁକ୍ତିକୁ ଅନ୍ୟମାନେ ଗ୍ରହଣ କରିବାକୁ ବାଧ୍ୟ ହେବେ ।

ବିଶାଖା- ମାଙ୍ଗଳିକ କିମ୍ବା ଆନୁଷ୍ଠାନିକ କାମ ସକାଶେ ବ୍ୟସ୍ତ ରହିପାରନ୍ତି । ଆପଣଙ୍କ କାର୍ଯ୍ୟ ପରିସର ବୃଦ୍ଧି ପାଇବ । ଅବଶ୍ୟ ପ୍ରତ୍ୟେକ କାମରେ ଆତ୍ମୀୟସ୍ୱଜନମାନେ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ ।

ପ୍ରତିକାର- ଶ୍ରୀ କମଳାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :