• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th Jan 2024: ଆଜି ଏହି ରାଶିର ବ୍ୟକ୍ତି ନମାନି କାମ କଲେ ଅପମାନିତ ହେବେ

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୭ ତାରିଖ ବୁଧବାର । ଚନ୍ଦ୍ର- ମୀନ ରାତ୍ରି ୦୩.୩୪ ଗତେ ମେଷ । ତିଥି- ୭ମୀ ରାତ୍ରି ୧୦.୦୭ ଗତେ ୮ମୀ । ଘାତଚନ୍ଦ୍ର- ଧନୁ ରାଶିର ରାତ୍ରି ୦୩.୩୪ ଗତେ ମେଷ ରାଶିର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୦.୦୭ ପର୍ଯ୍ୟନ୍ତ ।

Scorpio

ବିଛା

Wednesday 17 Jan 2024

ବିଶାଖା- ନିଜର ବ୍ୟବସାୟକୁ ବିସ୍ତାର କରିବା ପାଇଁ ପଦକ୍ଷପ ନେବେ । ଚାକିରୀ କ୍ଷେତ୍ରରେ ଆପଣଙ୍କ କାମକୁ ନେଇ ସହକର୍ମୀମାନେ ବିରୋଧ କରିପାରନ୍ତି । ଦାମ୍ପତ୍ୟ ଜୀବନରେ ମଧୁରତା ଆଣିବେ ।

ଅନୁରାଧା- ବ୍ୟୟ ଭାର କ୍ରମଶଃ କମି ଆସିବାରୁ ସାମୟିକ ଆଶ୍ୱସ୍ତି ଲାଭ କରିପାରନ୍ତି । ହାତକୁ ନେଇଥିବା ଆଜିର କାମଗୁଡ଼ିକୁ ଅତି ଶୀଘ୍ର ଶେଷ କରିବା ପାଇଁ ବ୍ୟସ୍ତ ହୋଇପାରନ୍ତି । କର୍ମକ୍ଷେତ୍ରରେ ମଧ୍ୟ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ।

ଜ୍ୟେଷ୍ଠା- ପୁରୁଣା ସମସ୍ୟାଗୁଡ଼ିକ ତୁଟି ଯାଇଥିଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ । ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ ଓ କଚେରି ମାମଲା ସପକ୍ଷରେ ଯିବ ।

ପ୍ରତିକାର- ମା’ ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :