• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th January 2023: ଏହି ରାଶିର ବ୍ୟକ୍ତି ଆଜି ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ମଙ୍ଗଳବାର । ଚନ୍ଦ୍ର – ତୁଳା ଦିବା ୧୨.୫୮ ଗତେ ବିଛା,ତିଥି - ୧୦ମୀ ସନ୍ଧ୍ୟା ୦୬.୦୫ ଗତେ ୧୧ଶୀ ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ମକର,ପୁଷ୍କର ଦୋଷ – ୨ପାଦ- କୃଷି ଓ ବଂଶହାନି-ଭୂମି ଓ ତିଳକାଞନ ଦାନ ସନ୍ଧ୍ୟା ୦୬.୪୫ ଗତେ ୧ ପାଦ ।

Aries

ମେଷ

Tuesday 17 Jan 2023

ଅଶ୍ୱନୀ – ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ ।

ଦ୍ୱିଜା – ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ । ଅଫିସରେ ବାକିକାମ ସବୁକୁ ସଂପୂର୍ଣ୍ଣ କରିବେ ।

କୃତିକା – ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର‌୍ୟ୍ୟରେ ଖର୍ଚ୍ଚ କରି ପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ ।

ପ୍ରତିକାର - କିଛି ପଶୁ ,ପକ୍ଷୀଙ୍କୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :