• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th January 2023: ଏହି ରାଶିର ବ୍ୟକ୍ତି ଆଜି ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ମଙ୍ଗଳବାର । ଚନ୍ଦ୍ର – ତୁଳା ଦିବା ୧୨.୫୮ ଗତେ ବିଛା,ତିଥି - ୧୦ମୀ ସନ୍ଧ୍ୟା ୦୬.୦୫ ଗତେ ୧୧ଶୀ ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ମକର,ପୁଷ୍କର ଦୋଷ – ୨ପାଦ- କୃଷି ଓ ବଂଶହାନି-ଭୂମି ଓ ତିଳକାଞନ ଦାନ ସନ୍ଧ୍ୟା ୦୬.୪୫ ଗତେ ୧ ପାଦ ।

Aquarius

କୁମ୍ଭ

Tuesday 17 Jan 2023

ଧନିଷ୍ଠା – ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ସୁଖ, ସମୃଦ୍ଧି ବଢିବ , ମହିଳା ମାନେ ସମ୍ମାନୀୟ ହେବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ ।

ଶତଭିଷା – ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । କିଛି ଜିନିଷ ଦ୍ୱାରା ଆପଣ ଆଘାତ ପାଇ ପାରନ୍ତି । ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ ।

ପୂ , ଭାଦ୍ରପଦ – ଜୀବନରେ କିଛି ପରିବର୍ତନ କରିବାକୁ ଚେଷ୍ଟା କରିବେ । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ । ଫିଲ୍ମି ଉଦ୍ୟୋଗି କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ । ମହିଳା ମାନେ ପ୍ରତାରଣା ଜନିତ ଦୁଃଖ ଭୋଗିବାକୁ ପଡିବ ।

ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :