• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th January 2023: ଏହି ରାଶିର ବ୍ୟକ୍ତି ଆଜି ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ମଙ୍ଗଳବାର । ଚନ୍ଦ୍ର – ତୁଳା ଦିବା ୧୨.୫୮ ଗତେ ବିଛା,ତିଥି - ୧୦ମୀ ସନ୍ଧ୍ୟା ୦୬.୦୫ ଗତେ ୧୧ଶୀ ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ମକର,ପୁଷ୍କର ଦୋଷ – ୨ପାଦ- କୃଷି ଓ ବଂଶହାନି-ଭୂମି ଓ ତିଳକାଞନ ଦାନ ସନ୍ଧ୍ୟା ୦୬.୪୫ ଗତେ ୧ ପାଦ ।

Gemini

ମିଥୁନ

Tuesday 17 Jan 2023

ମୃଗଶିରା - ଅଚିହ୍ନା ଲୋକଙ୍କ ଠାରୁ ସାହାର‌୍ୟ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବେ ।

ଆଦ୍ରା - ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ମହିଳା ମାନେ କର୍ତବ୍ୟନିଷ୍ଠା ପରାୟଣ ରହିବେ ।

ପୁନର୍ବସୁ - ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ବହୁ ଦିନର ମନସ୍କାମନା ପୂରଣ ହେବ । ବ୍ୟସ୍ତତା ଭିତରେ ସମୟ ବିତାଇବେ ।

ପ୍ରତିକାର – ତ୍ରିପୁରା ସୁନ୍ଦରିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :