• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th January 2023: ଏହି ରାଶିର ବ୍ୟକ୍ତି ଆଜି ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ମଙ୍ଗଳବାର । ଚନ୍ଦ୍ର – ତୁଳା ଦିବା ୧୨.୫୮ ଗତେ ବିଛା,ତିଥି - ୧୦ମୀ ସନ୍ଧ୍ୟା ୦୬.୦୫ ଗତେ ୧୧ଶୀ ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ମକର,ପୁଷ୍କର ଦୋଷ – ୨ପାଦ- କୃଷି ଓ ବଂଶହାନି-ଭୂମି ଓ ତିଳକାଞନ ଦାନ ସନ୍ଧ୍ୟା ୦୬.୪୫ ଗତେ ୧ ପାଦ ।

Cancer

କର୍କଟ

Tuesday 17 Jan 2023

ପୁନର୍ବସୁ - ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ପାରିବାରିକ ଜୀବନେର ସନ୍ତୁଳତା ରକ୍ଷା କରିବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କଛି ନୂଆ ଯୋଜନା କରିବେ ।

ପୁଷ୍ୟା – ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସି୍ଥର ଅବସ୍ଥା ଲାଗି ରହିବ । ଘର ପାଇଁ ଆସବାବ କ୍ରୟ କରିବେ ।

ଅଶ୍ଳେଷା - ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ସାହାଯ୍ୟ କାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ ।

ପ୍ରତିକାର – ଧଳା କପଡାରେ କିଛି ଅରୁଆ ଚାଉଳ ଓ ମିଶିରେ ମିଶାଇ ଜଳରେ ଭସାଇ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :