• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th January 2023: ଏହି ରାଶିର ବ୍ୟକ୍ତି ଆଜି ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ମଙ୍ଗଳବାର । ଚନ୍ଦ୍ର – ତୁଳା ଦିବା ୧୨.୫୮ ଗତେ ବିଛା,ତିଥି - ୧୦ମୀ ସନ୍ଧ୍ୟା ୦୬.୦୫ ଗତେ ୧୧ଶୀ ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ମକର,ପୁଷ୍କର ଦୋଷ – ୨ପାଦ- କୃଷି ଓ ବଂଶହାନି-ଭୂମି ଓ ତିଳକାଞନ ଦାନ ସନ୍ଧ୍ୟା ୦୬.୪୫ ଗତେ ୧ ପାଦ ।

Leo

ସିଂହ

Tuesday 17 Jan 2023

ମଘା – ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ । କର୍ତବ୍ୟ ନିଷ୍ଠା ଯୋ ଗୁ ସମସ୍ତଙ୍କର ଆଦର ହେବେ ।

ପୂ , ଫାଲଗୁନୀ - ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ । କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । ନିଜର ଆବଶ୍ୟକତା ପୂରଣ କରିବା ପାଇଁ ଋଣ ସୂତ୍ରରେ ଅର୍ଥ ପାଇ ପାରନ୍ତି ।

ଉ ,ଫାଲଗୁନୀ – ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ବ୍ୟବସାୟରେ ଉତରୋତର ଉନ୍ନତି ରହିବ । ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ

ପ୍ରତିକାର – ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :