• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th January 2023: ଏହି ରାଶିର ବ୍ୟକ୍ତି ଆଜି ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ମଙ୍ଗଳବାର । ଚନ୍ଦ୍ର – ତୁଳା ଦିବା ୧୨.୫୮ ଗତେ ବିଛା,ତିଥି - ୧୦ମୀ ସନ୍ଧ୍ୟା ୦୬.୦୫ ଗତେ ୧୧ଶୀ ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ମକର,ପୁଷ୍କର ଦୋଷ – ୨ପାଦ- କୃଷି ଓ ବଂଶହାନି-ଭୂମି ଓ ତିଳକାଞନ ଦାନ ସନ୍ଧ୍ୟା ୦୬.୪୫ ଗତେ ୧ ପାଦ ।

Virgo

କନ୍ୟା

Tuesday 17 Jan 2023

ଉ , ଫାଲଗୁନୀ – ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । କାର‌୍ୟ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ଯାହାଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ ତାହା ନ ପାଇବାରୁ ପ୍ରତିହିଂସା ମୂଳକ ମନଭାବ ପୋଷଣ କରିବେ ।

ହସ୍ତା – ଆମଦାନି ବଢଇବାର ନୂଆ ଯୋଜନ ମୁଣ୍ଡକୁ ଆସିପାରେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ଚାକିରିରେ ଅପଦସ୍ତ ହୋଇପାରନ୍ତି । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ।

ଚିତ୍ରା – ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :