• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th January 2023: ଏହି ରାଶିର ବ୍ୟକ୍ତି ଆଜି ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ମଙ୍ଗଳବାର । ଚନ୍ଦ୍ର – ତୁଳା ଦିବା ୧୨.୫୮ ଗତେ ବିଛା,ତିଥି - ୧୦ମୀ ସନ୍ଧ୍ୟା ୦୬.୦୫ ଗତେ ୧୧ଶୀ ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ମକର,ପୁଷ୍କର ଦୋଷ – ୨ପାଦ- କୃଷି ଓ ବଂଶହାନି-ଭୂମି ଓ ତିଳକାଞନ ଦାନ ସନ୍ଧ୍ୟା ୦୬.୪୫ ଗତେ ୧ ପାଦ ।

Scorpio

ବିଛା

Tuesday 17 Jan 2023

ବିଶାଖା – ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବିଦ୍ୟାର୍ଥି ମାନେ ଏକାଗ୍ରତା ରକ୍ଷା କରିବେ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ। ଅଫିସ ଆଜି ନିଜ କାମକୁ ନେଇ ବ୍ୟସ୍ତ ରହିବେ ।

ଅନୁରାଧା – ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । କୃଷି କ୍ଷେତ୍ରରେ ଫସଲ ହାନି ଘଟିପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ମହିଳା ମାନେ ଅଳଙ୍କାର ମାନ କ୍ରୟ କରି ପାରନ୍ତି ।

ଜ୍ୟେଷ୍ଠା – ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ । ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ଯେଉଁ କାର‌୍ୟ୍ୟ କରିବେ ତାହା ଅପ୍ରିୟକର ହୋଇପାରେ ।

ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :