Daily Horoscope 17th January 2023: ଏହି ରାଶିର ବ୍ୟକ୍ତି ଆଜି ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି
/odishatv-khabar/media/media_files/uploadimage/library/16_9/16_9_0/IMAGE_1673927752-392651.jpg)
ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ମଙ୍ଗଳବାର । ଚନ୍ଦ୍ର – ତୁଳା ଦିବା ୧୨.୫୮ ଗତେ ବିଛା,ତିଥି - ୧୦ମୀ ସନ୍ଧ୍ୟା ୦୬.୦୫ ଗତେ ୧୧ଶୀ
ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ମକର,ପୁଷ୍କର ଦୋଷ – ୨ପାଦ- କୃଷି ଓ ବଂଶହାନି-ଭୂମି ଓ ତିଳକାଞନ ଦାନ ସନ୍ଧ୍ୟା ୦୬.୪୫ ଗତେ ୧ ପାଦ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
