• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ପ୍ରଚୁର ଧନ ଲାଭ ହୋଇପାରେ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର । ଚନ୍ଦ୍ର – ମିଥୁନ ଅହୋରାତ୍ର, ତିଥି – ଅମାବାସ୍ୟା ରାତ୍ରି ୧୨.୦୧ ଗତେ ପ୍ରତିପଦ, ଘାତ ଚନ୍ଦ୍ର – କନ୍ୟା ରାତ୍ରି ୧୦.୩୨ ପର୍ଯ୍ୟନ୍ତ, ଘାତ ବାର – ମିଥୁନ, ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ନିଶାନ୍ତ ୦୫.୧୧ ପର୍ଯ୍ୟନ୍ତ

Aries

ମେଷ

Monday 17 Jul 2023

ଅଶ୍ୱନୀ - ଭାଇ ବନ୍ଧୁମାନେ ସାହାଯ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବେ । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ବ୍ୟବସାୟରେ ଲାଭଜନକ ହେବ ।

ଦ୍ୱିଜା - ସରକାରୀ ଓ ବେସରକାରୀ ସ୍ତରରେ ସମ୍ମାନିତ ହେବେ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ । ବାଧ୍ୟବାଧକତାରେ  ଅନେକ ଟଙ୍କା ଖର୍ଚ୍ଚକରି ଦୁଖିତ ରହିବେ ।

କୃତିକା-  ବିଦ୍ୟାର୍ଥୀ ମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ବିବାଦରେ ମଧ୍ୟସ୍ଥି କରିବାରେ ନିବୃତ ରୁହନ୍ତୁ । ସମାଜ ସେବାରେ ସ୍ୱନାମ ପାଇବେ । ମହିଳା ମାନେ ଭ୍ରମଣର ସୁଯୋଗ ପାଇବେ ।

ପ୍ରତିକାର - ଗୋମାତାଙ୍କୁ କିଛି ଘାସ ଖାଇବାକୁ ଦିଅନ୍ତୁ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :