• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ପ୍ରଚୁର ଧନ ଲାଭ ହୋଇପାରେ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର । ଚନ୍ଦ୍ର – ମିଥୁନ ଅହୋରାତ୍ର, ତିଥି – ଅମାବାସ୍ୟା ରାତ୍ରି ୧୨.୦୧ ଗତେ ପ୍ରତିପଦ, ଘାତ ଚନ୍ଦ୍ର – କନ୍ୟା ରାତ୍ରି ୧୦.୩୨ ପର୍ଯ୍ୟନ୍ତ, ଘାତ ବାର – ମିଥୁନ, ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ନିଶାନ୍ତ ୦୫.୧୧ ପର୍ଯ୍ୟନ୍ତ

Taurus

ବୃଷ

Monday 17 Jul 2023

କୃତିକା - ପାରିବାରିକ ଜୀବନ ସୁଖମୟ ରହିବ । ଆପଣଙ୍କ ପଥରେ ଲାଗି ରହିଥିବା ବାଧା ଦୂର ହେବ । ଅଫିସ୍‌ରେ ବଡ ଅଧିକାରୀ ମାନଙ୍କର ସହଯୋଗ ପାଇବେ । ଆମଦାନି ବୃଦ୍ଧି ହେବାର ସମ୍ଭାବନା ରହିଛି । କୈାଣସି କାର୍ଯ୍ୟରେ ସାହାସିକ ପଦକ୍ଷପ ନେବେ।

ରୋହିଣୀ - ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିରେ ସୁଯୋଗ ପାଇବେ । ସନ୍ଧ୍ୟା ସୁଧା ଭଲ ଖବର ପାଇବେ । ସାମାଜିକ କାର୍ଯ୍ୟରେ ଅଧିକ ସମୟ ବିତେଇ ପ୍ରଶଂସା ପାଇବେ । ସହପାଠୀ ଓ ଶିକ୍ଷକଙ୍କର ପୂର୍ଣ୍ଣରୂପେ ସହଯୋଗ ପାଇବେ ।

ମୃଗଶିରା - ଘରୋଇ ସଂସାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଉନ୍ନତିର ସୁଯୋଗ ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ । ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ ।

ପ୍ରତିକାର – ମା କମଳାଙ୍କର ମୂଳମନ୍ତ୍ର ପାଠ କରନ୍ତୁ । 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :