• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ପ୍ରଚୁର ଧନ ଲାଭ ହୋଇପାରେ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର । ଚନ୍ଦ୍ର – ମିଥୁନ ଅହୋରାତ୍ର, ତିଥି – ଅମାବାସ୍ୟା ରାତ୍ରି ୧୨.୦୧ ଗତେ ପ୍ରତିପଦ, ଘାତ ଚନ୍ଦ୍ର – କନ୍ୟା ରାତ୍ରି ୧୦.୩୨ ପର୍ଯ୍ୟନ୍ତ, ଘାତ ବାର – ମିଥୁନ, ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ନିଶାନ୍ତ ୦୫.୧୧ ପର୍ଯ୍ୟନ୍ତ

Pisces

ମୀନ

Monday 17 Jul 2023

ପୂ, ଭାଦ୍ରପଦ - ଆପଣ ଅଜ୍ଞାତ ବିପଦର ସମ୍ମୁଖିନ ହୋଇ ପାରନ୍ତି । କର୍ମ ତତ୍ପରତା ହେତୁ ଆଗେଇ ଚାଲିବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ । ଦୀର୍ଘଦିନରୁ ଭାଙ୍ଗିପଡିଥିବା କୌଣସି ସଂପର୍କ ପୁନଃ ପ୍ରତିଷ୍ଠିତ ହେବ ।

ଉ, ଭାଦ୍ରପଦ - ରାଜନୀତିରେ ଚାପରେ ଗତିକରିବେ । ଚାକିରୀ କ୍ଷେତ୍ରରେ ବିରୋଧି ଦଳଙ୍କ ସଂଖ୍ୟା ବଢିପାରେ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ । ଅଜଣା ବ୍ୟକ୍ତିଙ୍କ ସହଯୋଗରୁ, ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ ।

ରେବତୀ - ସହକର୍ମୀ ମାନଙ୍କ ସହିତ ମନୋ ମାଳିନି ଘଟିପାରେ । ଅର୍ଜିତ ଧନ ଓ ମାନ ହାନି ଘଟିପାରେ । ଦୈବୀ ଆଶ୍ରୀବାଦରୁ ସମସ୍ୟା ଗୁଡିକ ସେତେ ଗୁରୁତ୍ୱର ହେବ ନାହିଁ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି।

ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :