• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ପ୍ରଚୁର ଧନ ଲାଭ ହୋଇପାରେ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର । ଚନ୍ଦ୍ର – ମିଥୁନ ଅହୋରାତ୍ର, ତିଥି – ଅମାବାସ୍ୟା ରାତ୍ରି ୧୨.୦୧ ଗତେ ପ୍ରତିପଦ, ଘାତ ଚନ୍ଦ୍ର – କନ୍ୟା ରାତ୍ରି ୧୦.୩୨ ପର୍ଯ୍ୟନ୍ତ, ଘାତ ବାର – ମିଥୁନ, ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ନିଶାନ୍ତ ୦୫.୧୧ ପର୍ଯ୍ୟନ୍ତ

Gemini

ମିଥୁନ

Monday 17 Jul 2023

ମୃଗଶିରା - ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟରେ କ୍ରମଶଃ ଲାଭ ପାଇବେ । ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ । ପାଖରେ ଥିବା ଲୋକଟିର କଥା ସନ୍ଦେହ ଜନକ ରହିପାରେ ।

ଆଦ୍ରା - କୈାଣସି ଶୁଭ କର୍ମ କରିବା ପାଇଁ ଯୋଜନା ପ୍ରସ୍ତୁତ କରିବେ । ଯେତେ ପ୍ରକାର ସୁବିଧା ସୁଯୋଗ କଲେ ମଧ୍ୟ ଅନ୍ୟମାନେ ନିନ୍ଦା ଗାନ କରିବେ । ଆଶା ଅଭିଳାଷା  ପୂରଣ ହୋଇପାରେ।

ପୁନର୍ବସୁ- ଛାତ୍ରଛାତ୍ରୀ ମାନେ ଉଚ୍ଚ ଶିକ୍ଷା କରିବା  ପାଇଁ ସୁଯୋଗ ଆସିପାରେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :