• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ପ୍ରଚୁର ଧନ ଲାଭ ହୋଇପାରେ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର । ଚନ୍ଦ୍ର – ମିଥୁନ ଅହୋରାତ୍ର, ତିଥି – ଅମାବାସ୍ୟା ରାତ୍ରି ୧୨.୦୧ ଗତେ ପ୍ରତିପଦ, ଘାତ ଚନ୍ଦ୍ର – କନ୍ୟା ରାତ୍ରି ୧୦.୩୨ ପର୍ଯ୍ୟନ୍ତ, ଘାତ ବାର – ମିଥୁନ, ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ନିଶାନ୍ତ ୦୫.୧୧ ପର୍ଯ୍ୟନ୍ତ

Cancer

କର୍କଟ

Monday 17 Jul 2023

ପୁନର୍ବସୁ - କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । କୈାଣସି ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇ ଆନନ୍ଦ ପାଇବେ । ଦୀର୍ଘ ଦିନର ସମସ୍ୟା ଦୂର ହୋଇଯିବ । ଆପଣ ନିଜ କଥାରେ ଲୋକଙ୍କ ମନ ଜିତି ପାରିବେ । ଚାକିରି ପରିବର୍ତନ ପାଇଁ ଦିନଟି ଭଲ।

ପୁଷ୍ୟା - ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି । ପରିସ୍ଥିତିରେ ପଡି ଅନ୍ୟମାନଙ୍କୁ ଭୁଲ ବୁଝିବେ । ପ୍ରସାଶନିକ ସ୍ତରରେ ଅଭିଯୋଗ ଆସିପାରେ । ଅଚାନକ କୌଣସି ପୁରୁଣା ବନ୍ଧୁ ଦେଖାହେବେ। 

ଅଶ୍ଳେଷା -  ଆପଣଙ୍କୁ ନିଜ ପ୍ରତିଭାରୁ ଯଥେଷ୍ଟ ଲାଭ ମିଳିବ । ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ ।  ଜମି ସମସ୍ୟା ସମାଧାନ ହେବ । ଆପଣ ନିଜ କାମରେ ସଫଳତା ଓ ଲାଭ ପାଇବେ ।

ପ୍ରତିକାର – ଭୂବନେଶ୍ୱରୀ  ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ । 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :