• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ପ୍ରଚୁର ଧନ ଲାଭ ହୋଇପାରେ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର । ଚନ୍ଦ୍ର – ମିଥୁନ ଅହୋରାତ୍ର, ତିଥି – ଅମାବାସ୍ୟା ରାତ୍ରି ୧୨.୦୧ ଗତେ ପ୍ରତିପଦ, ଘାତ ଚନ୍ଦ୍ର – କନ୍ୟା ରାତ୍ରି ୧୦.୩୨ ପର୍ଯ୍ୟନ୍ତ, ଘାତ ବାର – ମିଥୁନ, ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ନିଶାନ୍ତ ୦୫.୧୧ ପର୍ଯ୍ୟନ୍ତ

Leo

ସିଂହ

Monday 17 Jul 2023

ମଘା - ଜୀବନସାଥିଙ୍କ ସହିତ ସମ୍ବଦ୍ଧ ମଜବୁତ ରହିବ । ଯେକୌଣସି କାମ କରିବା ବେଳେ ମନକୁ ଶାନ୍ତ ରଖନ୍ତୁ । କର୍ମକ୍ଷେତ୍ରରେ ଅଧିକାରୀ ଖୁସି ରହିବା ହେତୁ ଆପଣଙ୍କ ଦରମା ବଢିପାରେ । ଅଧ୍ୟାପକଙ୍କ ଲାଗି ଧନର ନୂଆ ମାର୍ଗ ଖୋଲିବ। 

ପୂ- ଫାଲ୍‌ଗୁନୀ - ସହକର୍ମୀ ମାନେ ସାହାଯ୍ୟକାରୀ ସାବ୍ୟସ୍ତ୍ୟ ହେବେ । ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ଅତୀତ ସ୍ମୃତି ତାଜା ହୋଇପାରେ । ସରକାରି କ୍ଷେତ୍ରରେ ପ୍ରୋତ୍ସାହନ ମିଳିପାରେ ।

ଉ- ଫାଲ୍‌ଗୁନୀ - କ୍ୟାରିୟରରେ ମୋଡ ପରିବର୍ତନ ଲାଗି ଦିନଟି ଶୁଭ ରହିବ । ଜମିଜମାକୁ ନେଇ ଗଣ୍ଡଗୋଳ ସୃଷ୍ଟି ହୋଇପାରେ । ଘରର ବୟୋଜ୍ୟେଷ୍ଠଙ୍କର ପାରାମର୍ଶ ନେଇ କାର୍ଯ୍ୟ କରିଲେ ସଫଳତା ପାଇବେ।

ପ୍ରତିକାର – ଇଷ୍ଟ ଦେବୀ ମାତଙ୍ଗୀଙ୍କର ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :