• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ପ୍ରଚୁର ଧନ ଲାଭ ହୋଇପାରେ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର । ଚନ୍ଦ୍ର – ମିଥୁନ ଅହୋରାତ୍ର, ତିଥି – ଅମାବାସ୍ୟା ରାତ୍ରି ୧୨.୦୧ ଗତେ ପ୍ରତିପଦ, ଘାତ ଚନ୍ଦ୍ର – କନ୍ୟା ରାତ୍ରି ୧୦.୩୨ ପର୍ଯ୍ୟନ୍ତ, ଘାତ ବାର – ମିଥୁନ, ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ନିଶାନ୍ତ ୦୫.୧୧ ପର୍ଯ୍ୟନ୍ତ

Virgo

କନ୍ୟା

Monday 17 Jul 2023

ଉ- ଫାଲ୍‌ଗୁନୀ - ସାଂସାରିକ ସ୍ୱାଧିନତା ରହିବ । ବାହାରକୁ ବୁଲି ଯିବାର ଯୋଜନା କରିପାରନ୍ତି । ବାଣିଜ୍ୟରେ ମନ୍ଥରତା ରହିବ । ପଦ ମର୍ଯ୍ୟାଦା ବୃଦ୍ଧି ପାଇବ । ଅସୁବିଧାରେ ପଡି ବିରକ୍ତି ଭାବ ପ୍ରକାଶ କରିବେ । ଅଫିସରେ ଲାଗିରହିଥିବା ଅଶାନ୍ତିର ସମାପ୍ତି ହେବ।

ହସ୍ତା - ଅତ୍ୟଧିକ ଭାବ ପ୍ରବଣ ହୋଇ ଅପଦସ୍ତ ହେବେ । ବିଶ୍ୱାସ ସହ ଆଗକୁ ମାଡି ଚାଲିବେ । ବାକି ପଡିଥିବା ଅର୍ଥକୁ କୈାଶଳରେ ଆଦାୟ କରିବାକୁ ସମର୍ଥ  ହେବେ । ଇଶ୍ୱରଙ୍କ ସାଧନାରେ ଲିପ୍ତ ରହିବେ ।

ଚିତ୍ରା - ଛାତ୍ର, ଛାତ୍ରୀ ମାନେ ସ୍ୱାଭିମାନୀ ହେବେ ।  ଅବହେଳା କରିଥିବା କାର୍ଯ୍ୟ ପାଇଁ ଅନୁତାପ କରିବେ । ସତ୍ କର୍ମରେ ବ୍ରତୀ ହୋଇ ପାରନ୍ତି । ଖେଳ କୁଦରେ ଖୁସି ରହିବେ ।

ପ୍ରତିକାର -  ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :