• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ପ୍ରଚୁର ଧନ ଲାଭ ହୋଇପାରେ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର । ଚନ୍ଦ୍ର – ମିଥୁନ ଅହୋରାତ୍ର, ତିଥି – ଅମାବାସ୍ୟା ରାତ୍ରି ୧୨.୦୧ ଗତେ ପ୍ରତିପଦ, ଘାତ ଚନ୍ଦ୍ର – କନ୍ୟା ରାତ୍ରି ୧୦.୩୨ ପର୍ଯ୍ୟନ୍ତ, ଘାତ ବାର – ମିଥୁନ, ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ନିଶାନ୍ତ ୦୫.୧୧ ପର୍ଯ୍ୟନ୍ତ

Scorpio

ବିଛା

Monday 17 Jul 2023

ବିଶାଖା - କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ନିଜର ଲକ୍ଷ୍ୟ ହାସଲ ଲାଗି ଯୋଜନା  ପ୍ରସ୍ତୁତ କରିପାରନ୍ତି । ପେସାଦାର ବ୍ୟବସାୟଙ୍କୁ ଅଚାନକ ଧନଲାଭ ହୋଇପାରେ । ଅଫିସ କାମରେ ମନ୍ଥର ଗତିରେ ପୂରା ହେବ।

ଅନୁରାଧା - ନୂଆ ବାହନ କିଣିବାର ଆଶା ପୂରଣ ହୋଇପାରେ । ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ତୁମର ଦକ୍ଷତାକୁ ପୂର୍ଣ୍ଣ ଭାବରେ ବ୍ୟବହାର କରିବେ । ଆତ୍ମବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ ।

ଜ୍ୟୋଷ୍ଠା - ଧାର ଦେଇଥିବା ପଇସା ଫେରସ୍ତ ପାଇବେ । ପରିବାରରେ ନୂଆ ଦାୟିତ୍ୱ ଗ୍ରହଣ କରିବେ । ବୁଝି ବିଚାରି ସମସ୍ୟାର ସମାଧାନ କରିବେ । ସମାଜସେବାରେ ମନ ବଳାଇବେ । ଜମି ଦଲାଲ୍‌ଙ୍କୁ ଯଥେଷ୍ଟ ଲାଭ ମିଳିବ ।  

ପ୍ରତିକାର – ଓଁ ନୃଂ ନୃଂ ନୃଂ ନୃସିଂହାୟ ନମଃ  ପାଠ କରନ୍ତୁ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :