• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ପ୍ରଚୁର ଧନ ଲାଭ ହୋଇପାରେ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର । ଚନ୍ଦ୍ର – ମିଥୁନ ଅହୋରାତ୍ର, ତିଥି – ଅମାବାସ୍ୟା ରାତ୍ରି ୧୨.୦୧ ଗତେ ପ୍ରତିପଦ, ଘାତ ଚନ୍ଦ୍ର – କନ୍ୟା ରାତ୍ରି ୧୦.୩୨ ପର୍ଯ୍ୟନ୍ତ, ଘାତ ବାର – ମିଥୁନ, ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ନିଶାନ୍ତ ୦୫.୧୧ ପର୍ଯ୍ୟନ୍ତ

Sagittarius

ଧନୁ

Monday 17 Jul 2023

ମୂଳା - ଅନ୍ୟର ପରାମର୍ଶ ଆପଣଙ୍କର ଲାଭ ଦାୟକ ହୋଇପାରେ ।  ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ । କାମରେ ନୂଆ ପ୍ରଦର୍ଶନ କରିବେ । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ । ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ ।

ପୂ, ଷାଢା - ମନରେ ନୂଆ ଆଶା ସୃଷ୍ଟି ହେବ । ବିଦ୍ୟାର୍ଥୀ କ୍ୟାରିୟର ଗଢିବା ଅଧିକ ପରିଶ୍ରମ କରିବେ । ରାଜନେତା ନୂଆ କାର୍ଯ୍ୟ ଭାର ଗ୍ରହଣ କରିବେ । କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତୃତା ଦେଖାଦେବ ।

ଉ,  ଷାଢା - ନୂଆ ଘର ବା ଜମି କିଣିବାରେ ଦିନଟି ଶୁଭ ରହିବ । ପୁରୁଣା କରଜ ଆପଣଙ୍କୁ ଫେରସ୍ତ  ମିଳିପାରେ । ପ୍ରେମ କ୍ଷେତ୍ରରେ ସନ୍ଦେହ ମନୋଭାବ ଦେଖାଦେବ । କୌଣସି ମହିଳାଙ୍କ ଦ୍ୱାରା ଉପକୃତ ହୋଇ ପାରନ୍ତି ।

ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :