• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ପ୍ରଚୁର ଧନ ଲାଭ ହୋଇପାରେ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର । ଚନ୍ଦ୍ର – ମିଥୁନ ଅହୋରାତ୍ର, ତିଥି – ଅମାବାସ୍ୟା ରାତ୍ରି ୧୨.୦୧ ଗତେ ପ୍ରତିପଦ, ଘାତ ଚନ୍ଦ୍ର – କନ୍ୟା ରାତ୍ରି ୧୦.୩୨ ପର୍ଯ୍ୟନ୍ତ, ଘାତ ବାର – ମିଥୁନ, ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ନିଶାନ୍ତ ୦୫.୧୧ ପର୍ଯ୍ୟନ୍ତ

Capricorn

ମକର

Monday 17 Jul 2023

ଉ, ଷାଢା - ସ୍ୱାସ୍ଥ୍ୟ ପ୍ରାୟତଃ ଭଲ ରହିବ । କୌଣସି ଗୁରୁତ୍ୱ ପୂର୍ଣ୍ଣ କାର୍ଯ୍ୟକୁ ନେଇ ବ୍ୟସ୍ତ ରହିପାରନ୍ତି । ଜରୁରୀ କାମକୁ ମିତ୍ରଙ୍କ ସହାୟତାରେ ପୂରଣ ହେବ । ବ୍ୟକ୍ତିଙ୍କ ମନଭାବକୁ ଶିଘ୍ର ବୁଝିନେବେ ।

ଶ୍ରବଣା - କର୍ମ କ୍ଷେତ୍ରରେ ଶତୃତା ବୃଦ୍ଧି ହୋଇପାରେ । ପ୍ରିୟ ବନ୍ଧୁଙ୍କ ସହିତ ଗପସପରେ ସମୟ ବିତାଇବେ । ଭାବନା ଉପରେ ନିୟନ୍ତ୍ରଣ ରଖିବାର ଶିକ୍ଷା ଲାଭ କରିବେ । ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇ ଅଶେଷ ସୁଖ ଲାଭ କରିବେ।

ଧନିଷ୍ଠା - ଅଭାବି ଲୋକଙ୍କୁ ସାହାର‌୍ୟ୍ୟ ସହଯୋଗର ହାତ ବଢାଇବେ । ଚାକିରୀ କ୍ଷେତ୍ରରେ ପ୍ରିୟ ପାତ୍ର ହୋଇ ପାରନ୍ତି । କୌଣସି ଦୂର ସ୍ଥାନକୁ ତିର୍ଥ ଯାତ୍ରାର ସୁଯୋଗ ପାଇବେ । ଆପଣଙ୍କ ଆୟ ପୂର୍ବ ପରି ରହିବ । ସମାଜରେ ମାନ ସମ୍ମାନ ପାଇ ପାରନ୍ତି ।

ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :