• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୭ ତାରିଖ ବୁଧବାର । ଚନ୍ଦ୍ର- ବିଛା ଅହୋରାତ୍ର। ତିଥି- ୧୧ଶୀ ରାତ୍ରୀ ୦୯.୦୩ ଗତେ ୧୨ଶୀ। ଘାତଚନ୍ଦ୍ର- ନାସ୍ତି। ଘାତବାର- କର୍କଟ ରାଶିର। ପୁଷ୍କର ଦୋଷ- ରାତ୍ରି ୦୯.୦୩ ଗତେ ୧ ପାଦ-ପଶୁସମ୍ପଦନାଶ-ଅନ୍ନଦାନ।

Aries

ମେଷ

Wednesday 17 Jul 2024

ଅଶ୍ୱିନୀ- ସାଧାରଣ ଲୋକଙ୍କ ସହ ମିଳାମିଶା କରିବା ଦ୍ୱାରା ସମୟ ଆନନ୍ଦରେ କଟିବ । କୌଣସି ନୂତନ କାମର ଯୋଜନା କରିବେ ଓ ସଫଳତା ମଧ୍ୟ ପାଇବେ । ସହକର୍ମୀଙ୍କ ଘରୋଇ ବ୍ୟାପାରରେ ମୁଣ୍ଡ ପୁରାନ୍ତୁ ନାହିଁ ।

ଦ୍ୱିଜା- ବିଦ୍ୟାର୍ଥୀମାନେ କ୍ୟାରିୟର ପ୍ରତି ଚିନ୍ତିତ ହେବେ । ଅଫିସରେ ଫୋନର ଉପଯୋଗ କମ୍ କରନ୍ତୁ । ଚାକିରିରେ ବେତନ ବୃଦ୍ଧିର ଯୋଗ ଅଛି ।

କୃତିକା- ନିକଟ ସମ୍ପର୍କୀୟମାନଙ୍କ କଳହରେ ଲିପ୍ତ ରହିପାରନ୍ତି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ପ୍ରତିବନ୍ଧକ ଲାଗିରହିବ । ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିପାରେ ।

ପ୍ରତିକାର- ଘରୁ ବାହାରିବା ସମୟରେ ଠାକୁରଙ୍କ ପାଖରେ ଦୀପଟିଏ ଜାଳନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :