• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୭ ତାରିଖ ବୁଧବାର । ଚନ୍ଦ୍ର- ବିଛା ଅହୋରାତ୍ର। ତିଥି- ୧୧ଶୀ ରାତ୍ରୀ ୦୯.୦୩ ଗତେ ୧୨ଶୀ। ଘାତଚନ୍ଦ୍ର- ନାସ୍ତି। ଘାତବାର- କର୍କଟ ରାଶିର। ପୁଷ୍କର ଦୋଷ- ରାତ୍ରି ୦୯.୦୩ ଗତେ ୧ ପାଦ-ପଶୁସମ୍ପଦନାଶ-ଅନ୍ନଦାନ।

Taurus

ବୃଷ

Wednesday 17 Jul 2024

କୃତିକା- ନୂଆ ବେପାରରେ ସାମିଲ ହେବା ସୁଯୋଗ ପାଇ ପାରନ୍ତି । ପାରିବାରିକ ଜୀବନ ସୁଖମୟ ହେବ । ସ୍ୱାସ୍ଥ୍ୟ ନେଇ ସତର୍କ ରୁହନ୍ତୁ । ସ˚ପର୍କୀୟଙ୍କ ସାହାଯ୍ୟରେ ଆପଣଙ୍କ କାମ ପୂରା ହେବ।

ରୋହିଣୀ- ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ ବିତିବ । କାମକୁ ପୂରା କରିବା ପାଇଁ ଯୋଜନା ପ୍ରସ୍ତୁତ କରିବେ । ରାଜନୀତିରେ ନେତାଙ୍କ ଲାଗି ଦିନଟି ଭଲ ରହିବ ।

ମୃଗଶିରା- କ୍ୟାରିୟରରେ ଆଗକୁ ବଢ଼ିବା ପାଇଁ ଦୃଢ଼ ନିଷ୍ପତ୍ତି ନେବେ । କୌଣସି ଜରୁରୀ କାମରେ ଯାତ୍ରାରେ ଯିବେ । କୋର୍ଟ କ୍ଷେତ୍ରରେ ସମସ୍ୟା ସମାଧାନ ହେବାର ସୂଚନାପ୍ରାପ୍ତ ହେବ।

ପ୍ରତିକାର – ମହାଲକ୍ଷ୍ମୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :