• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୭ ତାରିଖ ବୁଧବାର । ଚନ୍ଦ୍ର- ବିଛା ଅହୋରାତ୍ର। ତିଥି- ୧୧ଶୀ ରାତ୍ରୀ ୦୯.୦୩ ଗତେ ୧୨ଶୀ। ଘାତଚନ୍ଦ୍ର- ନାସ୍ତି। ଘାତବାର- କର୍କଟ ରାଶିର। ପୁଷ୍କର ଦୋଷ- ରାତ୍ରି ୦୯.୦୩ ଗତେ ୧ ପାଦ-ପଶୁସମ୍ପଦନାଶ-ଅନ୍ନଦାନ।

Leo

ସିଂହ

Wednesday 17 Jul 2024

ମଘା- କୌଶଳରେ କାମ ହାସଲ ପାଇଁ ଚେଷ୍ଟାକଲେ ଉପକୃତ ହେବେ। ଭୁଲ୍ ବୁଝାମଣାରୁ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖାଦେବା ସାଙ୍ଗକୁ ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ସମସ୍ୟା ଲାଗି ରହିଲେ ମଧ୍ୟ କୌଣସି କାମ ଅଟକି ରହିବ ନାହିଁ।

ପୂ,ଫାଲଗୁନି- ରାଜନୈତିକ ପୃଷ୍ଠପୋଷକତାରୁ ଶତ୍ରୁ ଉପଦ୍ରବ ସମ୍ପୂର୍ଣ୍ଣ ଭାବେ କମିଯାଇପାରେ । ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସିତ ହେବେ । ବାଣିଜ୍ୟ, ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ ।

ଉ,ଫାଲଗୁନି- ବାହ୍ୟ ଗମନାଗମନ ପ୍ରତି ସତର୍କ ରୁହନ୍ତୁ । ବିବାଦୀୟ ପରିସରରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ । ନିର୍ମାଣାଦି କ୍ଷେତ୍ରରେ ଅସମ୍ପୂର୍ଣ୍ଣ କାର‌୍ୟ୍ୟକୁ ସମ୍ପୂର୍ଣ୍ଣ କରିବେ।

ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :