• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୭ ତାରିଖ ବୁଧବାର । ଚନ୍ଦ୍ର- ବିଛା ଅହୋରାତ୍ର। ତିଥି- ୧୧ଶୀ ରାତ୍ରୀ ୦୯.୦୩ ଗତେ ୧୨ଶୀ। ଘାତଚନ୍ଦ୍ର- ନାସ୍ତି। ଘାତବାର- କର୍କଟ ରାଶିର। ପୁଷ୍କର ଦୋଷ- ରାତ୍ରି ୦୯.୦୩ ଗତେ ୧ ପାଦ-ପଶୁସମ୍ପଦନାଶ-ଅନ୍ନଦାନ।

Virgo

କନ୍ୟା

Wednesday 17 Jul 2024

ଉ,ଫଳଗୁନି- ସ୍ବାସ୍ଥ୍ୟ ଭଲ ରହିବ। ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବାକୁ ପଡିବାର ସମ୍ଭାବନା ରହିଛି । କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିବାର ସୂଚନା ପାଇପାରନ୍ତି।

ହସ୍ତା- କେତେକ ନୂତନ କାମର ପରିକଳ୍ପନା କରିବେ । ସାମାଜିକ ସ୍ତରରେ ଜନମଙ୍ଗଳ କାର‌୍ୟ୍ୟରେ ନିଜକୁ ନିୟୋଜିତ କରିପାରନ୍ତି । ହସଖୁସି ଭିତରେ ସମୟ କଟାଇଲେ ମଧ୍ୟ ମନଭିତରେ ଦ୍ୱନ୍ଦ୍ୱ ଲାଗିରହିବ।

ଚିତ୍ରା- ଅଫିସିଆଲି କାମ ଚାପରେ ନିଜକୁ ଆଡଜଷ୍ଟ କରିବାକୁ ବାଧ୍ୟ ହେବେ । ଆନୁଷ୍ଠାନିକ କାର‌୍ୟ୍ୟରେ ବ୍ୟସ୍ତ ରହିବେ ଏବଂ ଚେଷ୍ଟା କରୁଥିବା କାମରେ ସମ୍ମାନ ଲାଭ କରିବେ। ମୂଲ୍ୟବାନ୍ ଜିନିଷ କିଣିବା ସକାଶେ ମନ ବଳାଇ ପାରନ୍ତି।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :