• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୭ ତାରିଖ ବୁଧବାର । ଚନ୍ଦ୍ର- ବିଛା ଅହୋରାତ୍ର। ତିଥି- ୧୧ଶୀ ରାତ୍ରୀ ୦୯.୦୩ ଗତେ ୧୨ଶୀ। ଘାତଚନ୍ଦ୍ର- ନାସ୍ତି। ଘାତବାର- କର୍କଟ ରାଶିର। ପୁଷ୍କର ଦୋଷ- ରାତ୍ରି ୦୯.୦୩ ଗତେ ୧ ପାଦ-ପଶୁସମ୍ପଦନାଶ-ଅନ୍ନଦାନ।

Sagittarius

ଧନୁ

Wednesday 17 Jul 2024

ମୂଳା- ପୁରାତନ ରୋଗର ଉପଶମ ହୋଇ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । କର୍ମ କ୍ଷେତ୍ରରେ ନ୍ୟାୟ ମିଳିବା ସହ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତ ହେବ । ଜୀବନସାଥୀ ସହିତ ବାହାରକୁ ବୁଲିଯିବେ ।

ପୂ,ଷାଢା- ଜୀବନ ସାଥୀର ପ୍ରେମ ଓ ସୁଖ ପାଇବେ । ଶ୍ରେଷ୍ଠ ବ୍ୟକ୍ତିଙ୍କ ସହ ସାକ୍ଷାତ ହେବା ଦ୍ୱାରା ଶୁଭ ସମ୍ବାଦ ପାଇ ଉତ୍ସାହିତ ହେବେ । ସନ୍ତାନ ପକ୍ଷରୁ ସୁଖଦ ଖବର ପାଇବେ ।

ଉ,ଷାଢା- ବାହାର ଜାଗାରେ ସତର୍କତାର ସହ କାମ କରିବା ଭଲ ହେବ, ଅନ୍ୟଥା କ୍ଷତିରେ ପଡ଼ିପାରନ୍ତି। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ଦୁଶ୍ଚିନ୍ତାକୁ ବଢ଼ାଇ ଦେଇପାରେ। ଅନ୍ୟକୁ ଆପଣାର କରିବାରେ ପ୍ରଲୋଭନ ଓ କୌଶଳ ସାହାଯ୍ୟ କରିବ।

ପ୍ରତିକାର – ଶ୍ରୀ ବାମନଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :