• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୭ ତାରିଖ ବୁଧବାର । ଚନ୍ଦ୍ର- ବିଛା ଅହୋରାତ୍ର। ତିଥି- ୧୧ଶୀ ରାତ୍ରୀ ୦୯.୦୩ ଗତେ ୧୨ଶୀ। ଘାତଚନ୍ଦ୍ର- ନାସ୍ତି। ଘାତବାର- କର୍କଟ ରାଶିର। ପୁଷ୍କର ଦୋଷ- ରାତ୍ରି ୦୯.୦୩ ଗତେ ୧ ପାଦ-ପଶୁସମ୍ପଦନାଶ-ଅନ୍ନଦାନ।

Capricorn

ମକର

Wednesday 17 Jul 2024

ଉ,ଷାଢା- ସମସ୍ତ କର୍ମରେ ବାଣିଜ୍ୟ, ବ୍ୟବସାୟରେ ଶୁଭଫଳ ପ୍ରାପ୍ତ କରିବେ । ବନ୍ଧୁ ଓ ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବେ । ସ୍ୱାସ୍ଥ୍ୟରେ ପରିବର୍ତନ ଦେଖାଦେବ ।

ଶ୍ରବଣା- ଅଭାବନୀୟ ପରିସ୍ଥିତି କ୍ରମଶଃ ବଦଳିଯିବ ଓ ପ୍ରତ୍ୟେକ କାର‌୍ୟ୍ୟରେ ସଫଳତା ଅବଶ୍ୟ ପାଇବେ। ଉଚ୍ଚବର୍ଗର ଲୋକ ଜଣେ ସାହାଯ୍ୟ କରିବେ । ଦୂରଯାତ୍ରା, ମାଙ୍ଗଳିକ କାର‌୍ୟ୍ୟ କିମ୍ବା ଆନୁଷ୍ଠାନିକ କାମରେ ନିଜକୁ ସାମିଲ୍ କରିପାରନ୍ତି।

ଧନିଷ୍ଠା- ସତର୍କରେ ଚଳିଲେ ସୁଦ୍ଧା ବିବାଦ ଭିତରକୁ ଟାଣି ହୋଇଯିବେ । ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ, ଯାହାକି ବ୍ୟସ୍ତତାର କାରଣ ହୋଇପାରେ । ସ୍ତ୍ରୀଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି।

ପ୍ରତିକାର – ପିମ୍ପୁଡ଼ିକୁ ମଇଦା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :