• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି କାମ କରିବାରେ ଆଗ୍ରହ ଆସିବ ନାହିଁ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ୧୧ଶୀ ଅହୋରାତ୍ର ଘାତଚନ୍ଦ୍ର- ନାସ୍ତି ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି

Aries

ମେଷ

Monday 17 Jun 2024

ଅଶ୍ୱନୀ- ପାରିବାରିକ ସହଯୋଗ ମିଳିବା ଦ୍ୱାରା ଧନ ଲାଭର ସୁଯୋଗ ଆସିବ । ଶାରୀରିକ ସମସ୍ୟା ଦୂରହେବ । ଶିଳ୍ପ, ବାଣିଜ୍ୟ, ପରିବହନ ସ୍ତରରେ ବ୍ୟସ୍ତତା ଦୂର ହୋଇଯିବ । ବ୍ୟବସାୟରେ କଠିନ ପରିଶ୍ରମ କରି ଲାଭବାନ୍ ହୋଇ ପାରନ୍ତି ।

ଦ୍ୱିଜା- ସରକାରୀ ସହୟତା ପାଇବେ ବା ଉଚ୍ଚପଦସ୍ଥ ଅଧିକାରୀଙ୍କ ଅନୁକମ୍ପା ହାସଲ କରିବେ । ଚାକିରୀକ୍ଷେତ୍ରରେ ଅଧିକ ପରିଶ୍ରମ କରିବାକୁ ପଡିବ । ଛାତ୍ରଛାତ୍ରୀ ପରୀକ୍ଷାରେ ଭଲ ନମ୍ବର ରଖି ପାସ୍ କରିବେ ।

କୃତିକା- ମାଲିମୋକଦ୍ଦମାରେ ସାମାନ୍ୟ ଅଶାନ୍ତି ଆସିପାରେ । ବନ୍ଧୁମାନଙ୍କ ସହଯୋଗ ହେତୁ ସଫଳତା ହାସଲ କରିବେ। ମହିଳା ମାନେ ଧର୍ମପରାୟଣ ରହିବେ । ସମସ୍ତଙ୍କ ସହିତ ନମ୍ରତା ପୂର୍ଣ୍ଣ ବ୍ୟବହାର କରନ୍ତୁ ।

ପ୍ରତିକାର - ହନୁମାନଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :