• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି କାମ କରିବାରେ ଆଗ୍ରହ ଆସିବ ନାହିଁ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ୧୧ଶୀ ଅହୋରାତ୍ର ଘାତଚନ୍ଦ୍ର- ନାସ୍ତି ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି

Taurus

ବୃଷ

Monday 17 Jun 2024

କୃତିକା- ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ପାରିବାରିକ ଜୀବନରେ ଉତ୍ସାହ ଓ ପ୍ରେରଣା ମିଳିବ । ବନ୍ଧୁ ମାନଙ୍କର ଅପପ୍ରଚାରରୁ ମାନସିକ ଅଶାନ୍ତି ଦେଖାଦେଇ ପାରେ । ଗୋପନୀୟ କାର୍ଯ୍ୟ ନିର୍ବାହ କରି ଉଦବିଘ୍ନ ହେବେ ।

ରୋହିଣୀ- ବ୍ୟବସାୟରେ କ୍ଷତି ଘଟିବା ଯୋଗୁ କ୍ରମେ କାରବାର ସଙ୍କୁଚିତ ହେବ । ଛାତ୍ରଛାତ୍ରୀ ମାନେ ପଢାପଢିରେ ଉନ୍ନତି କରିବେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ ।

ମୃଗଶିରା- ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ଜମିଜମା କାରବାରରେ ଉପକୃତ ହେବେ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ମହିଳା ମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣୀ ଦାୟିତ୍ୱ ନେଇ ପାରନ୍ତି ।

ପ୍ରତିକାର – ନାଲି ରଙ୍ଗର ଗାଇକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :