• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି କାମ କରିବାରେ ଆଗ୍ରହ ଆସିବ ନାହିଁ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ୧୧ଶୀ ଅହୋରାତ୍ର ଘାତଚନ୍ଦ୍ର- ନାସ୍ତି ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି

Aquarius

କୁମ୍ଭ

Monday 17 Jun 2024

ଧନିଷ୍ଠା- କର୍ମ କ୍ଷେତ୍ରରେ ବହୁ ବାଧା ସହି ସଫଳତା ହାସଲ କରିବେ । ଶତୃ ବୃଦ୍ଧି ପାଇବ କିନ୍ତୁ ନିଜଲୋକ ସହାୟତା କରିବେ । ପାରିବାରିକ ସମସ୍ୟାକୁ ସମାଧାନ କରିବା ସକାଶେ ଚେଷ୍ଠିତ ହେବେ । ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ ।

ଶତଭିଷା- ଚାକିରୀରେ ସାମାନ୍ୟ ଅବହେଳା କରିବେ । ବିଦ୍ୟାର୍ଥୀ ମାନେ ଉତ୍ତମ ଫଳ ପାଇବେ । ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାର କୌଶଳ ଅବଲମ୍ବନ କରିବାକୁ ପଡ଼ିପାରେ ।

ପୂ,ଭାଦ୍ରପଦ- ବିବାଦୀୟ ଘଟଣାରେ ଆପୋଷ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ । ରାଜନୀତିରେ ପଦବୀ ପ୍ରାପ୍ତ ହୋଇପାରେ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ।

ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :