ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ୧୧ଶୀ ଅହୋରାତ୍ର ଘାତଚନ୍ଦ୍ର- ନାସ୍ତି ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି
ପୂ,ଭାଦ୍ରପଦ- ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । ଧର୍ମ ଓ ସାଂସୃତିକ କାର୍ଯ୍ୟରେ ଯୋଗଦାନ କରିବେ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ ।
ଉ,ଭାଦ୍ରପଦ- କରଜ ପରିଶୋଧ କରିବାରେ ସକ୍ଷମ ହେବେ । ଆପଣ ଅଧ୍ୟୟନ କରିବାକୁ ବହୁତ ଆଗ୍ରହୀ ହେବେ । କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ । ରାଜନୀତିରେ ଆଗକୁ ଯିବେ ।
ରେବତୀ- ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ରାଜନୀତିରେ ଆଲୋଚନାରେ ନିଜକୁ ସାମିଲ କରିବେ । ପଇସା ଦେବା ନେବା ବେଳେ ସାବଧନତା ଅବଲମ୍ବନ କରନ୍ତୁ ।
ପ୍ରତିକାର – ବିଷ୍ଣୁଙ୍କ ପୂଜା, ପାଠ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩