• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି କାମ କରିବାରେ ଆଗ୍ରହ ଆସିବ ନାହିଁ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ୧୧ଶୀ ଅହୋରାତ୍ର ଘାତଚନ୍ଦ୍ର- ନାସ୍ତି ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି

Gemini

ମିଥୁନ

Monday 17 Jun 2024

ମୃଗଶିରା- ବିବାହ ଆଦି ଶୁଭ କର୍ମରେ ଯୋଗ ଦେଇ ପାରନ୍ତି । ଆଗରୁ ଭୋଗୁଥିବା ଶାରିରୀକ ସମସ୍ୟାର ଉନ୍ନତି ହେବ । କୌଣସି ଶୁଭ ଖବର ପାଇ ମନରେ ଆନନ୍ଦ ଆସିବ । ବ୍ୟବସାୟରେ ତିଷ୍ଠି ରହିଲେ ମଧ୍ୟ ଆଶାନୁରୂପକ ଲାଭ ନାହିଁ ।

ଆଦ୍ରା- କର୍ମକ୍ଷେତ୍ରରେ ଯେଉଁ କାର୍ଯ୍ୟ ହାତକୁ ନେବେ ସେଥିରେ ସଫଳ ହେବେ । ସହକର୍ମୀଙ୍କ ଠାରୁ ପର୍ଯ୍ୟାପ୍ତ ସହଯୋଗ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ ।

ପୁନର୍ବସୁ- ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ । କୋର୍ଟରେ ଶୁଭ ଫଳ ପାଇବେ । ଅଜଣା ବ୍ୟକ୍ତିଙ୍କୁ ଭରସା କରି ହଇରାଣ ହୋଇପାରନ୍ତି । ମହିଳାମାନେ ନିରାଶାବାଦୀ ରହିବେ ।

ପ୍ରତିକାର –ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :