• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି କାମ କରିବାରେ ଆଗ୍ରହ ଆସିବ ନାହିଁ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ୧୧ଶୀ ଅହୋରାତ୍ର ଘାତଚନ୍ଦ୍ର- ନାସ୍ତି ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି

Cancer

କର୍କଟ

Monday 17 Jun 2024

ପୁନର୍ବସୁ- ଶାରୀରିକ କ୍ଲାନ୍ତି ଦୂର ହେବ । ଚାକିରୀ ପାଇଁ ପ୍ରୟୋଗ ଜାରି ରଖିବେ । ଅତ୍ୟଧିକ ପରିଶ୍ରମ କରି କର୍ମକ୍ଷେତ୍ରକୁ ସାମାନ୍ୟ କରିବେ । ଘରର ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ ।

ପୁଷ୍ୟା- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ନେତା ବା ଉଚ୍ଚପଦସ୍ଥ ଅଧିକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ । ଶରୀର ପ୍ରତି ଅବହେଳା ନକରି ଡାକ୍ତରଙ୍କ ପରାମର୍ଶ ନେବା ଉଚିତ୍ ।

ଅଶ୍ଲେଷା- ସାହାଯ୍ୟ ସହଯୋଗ ପାଇ ଆଧ୍ୟାତ୍ମିକ ଓ ବୌଦ୍ଧିକ କ୍ଷମତା ପ୍ରାପ୍ତ କରିବେ । କୋର୍ଟ କଚେରୀ ମାମଲା ସହଜରେ ସମାଧାନ ହୋଇଯିବ । ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ଆଶାତୀତ ଲାଭ ପାଇବେ ।

ପ୍ରତିକାର – ଧଳା ରଙ୍ଗର ପୋଷାକ ପରିଧାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :