• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି କାମ କରିବାରେ ଆଗ୍ରହ ଆସିବ ନାହିଁ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ୧୧ଶୀ ଅହୋରାତ୍ର ଘାତଚନ୍ଦ୍ର- ନାସ୍ତି ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି

Leo

ସିଂହ

Monday 17 Jun 2024

ମଘା- ଶାରୀରିକ ଅସୁସ୍ଥତା ଓ ଧନ ବ୍ୟୟର ସୂଚନା ମିଳିବ । ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ପିଲାମାନେ ମଧ୍ୟମ ଧରଣର ଫଳ ପାଇବେ ।

ପୂ,ଫାଲଗୁନି- ଅଫିସ୍ କାର୍ଯ୍ୟରେ ଭଲ ପ୍ରଦର୍ଶନ ପାଇଁ କିଛି ନୂଆ କରିବେ । ରାଜନୀତିରେ ସତର୍କ ରହି କାର୍ଯ୍ୟ କରନ୍ତୁ । ଚାକିରୀରେ ଅଧିକ ପରିଶ୍ରମ କରିବାକୁ ପଡିବ ।

ଉ,ଫାଲଗୁନି- କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳା ମାନେ ଅଧିକ ପରିଶ୍ରମ କରିବେ ।

ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :