• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି କାମ କରିବାରେ ଆଗ୍ରହ ଆସିବ ନାହିଁ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ୧୧ଶୀ ଅହୋରାତ୍ର ଘାତଚନ୍ଦ୍ର- ନାସ୍ତି ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି

Virgo

କନ୍ୟା

Monday 17 Jun 2024

ଉ,ଫଳଗୁନି- ଜୀବନସାଥି ଅତି ଉତ୍ତମ ହୋଇଥିବା କାରଣରୁ ଆପଣ ନିଜକୁ ଅତି ଭାଗ୍ୟଶାଳୀ ଅନୁଭବ କରିବେ । ପିଲା ଦିନର ସାଙ୍ଗଙ୍କ ସହିତ ଭେଟ ହୋଇପାରେ । ବିଦେଶରେ କାମ କରିପାରି ଆପଣଙ୍କ ବୃତ୍ତିକୁ ଆଗକୁ ବଢାଇବେ ।

ହସ୍ତା- ପରିବାରରେ କୌଣସି ଗୁରୁ ଦାୟିତ୍ୱ ତୁଲାଇବେ । ନିଜ ମାଲିକାନାରେ ଥିବା ସମ୍ପତିକୁ ହସ୍ତାନ୍ତର କରିପାରନ୍ତି । ଜୀବନସାଥୀଙ୍କ ସହିତ ବିବାଦ ଗ୍ରସ୍ତ ହୋଇପାରନ୍ତି ।

ଚିତ୍ରା- ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ । ବାଦବିବାଦ, ମାଲିମକଦ୍ଦମାରେ ବିଜୟୀ ଲାଭ କରିବେ । ରାଜନୀତିରେ ସଫଳତା ମିଳିବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :