• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି କାମ କରିବାରେ ଆଗ୍ରହ ଆସିବ ନାହିଁ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ୧୧ଶୀ ଅହୋରାତ୍ର ଘାତଚନ୍ଦ୍ର- ନାସ୍ତି ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି

Libra

ତୁଳା

Monday 17 Jun 2024

ଚିତ୍ରା- ପାରିବାରିକ ଜୀବନରେ ଖୁସି ଫେରି ଆସିବ । ଆପଣଙ୍କ ସମ୍ମାନରେ ଆଞ୍ଚ ଆସିପାରେ । ଭାତୃ ମଧ୍ୟରେ ମନମାଳିନ୍ୟ ହୋଇପାରେ । ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ ।

ସ୍ୱାତୀ- ଚାକିରିରେ ସ୍ଥାନ ନାସର ସୂଚନା ମିଳିବ । ସଭାସମିତିରେ କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହୋଇଯିବ । କର୍ମ କ୍ଷେତ୍ରରେ ନିଜର ପ୍ରତିଷ୍ଠା ଅକ୍ଷୂର୍ଣ୍ଣ ରହିବ । ପିଲାମାନେ ପାଠପଢା ପ୍ରତି ବିମୁଖ ହେବେ ।

ବିଶାଖା- କୌଣସି କାର୍ଯ୍ୟରେ ହଠାତ୍ ବାଧା ସୃଷ୍ଟି ହୋଇପାରେ । ଋଣଗ୍ରସ୍ତ ହୋଇ ନୂତନ ଗୃହ ନିର୍ମାଣ କରି ପାରନ୍ତି । କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ ।

ପ୍ରତିକାର – ଶିବଙ୍କର ଦର୍ଶନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :