• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି କାମ କରିବାରେ ଆଗ୍ରହ ଆସିବ ନାହିଁ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ୧୧ଶୀ ଅହୋରାତ୍ର ଘାତଚନ୍ଦ୍ର- ନାସ୍ତି ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି

Scorpio

ବିଛା

Monday 17 Jun 2024

ବିଶାଖା- ଜୀବନସାଥୀ ଆପଣଙ୍କୁ ପ୍ରେମର ଅନୁଭବ ଦେବାକୁ ଚାହୁଁଛନ୍ତି । ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ ।

ଅନୁରାଧା- ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ । ବନ୍ଧୁ , ବର୍ଗଙ୍କ ସହିତ ସଂପର୍କ ମଜବୁତ୍ ରହିବ । ରାଜନୀତିରେ ବିରୋଧୀଙ୍କ ପ୍ରତି ସାବଧାନ ରୁହନ୍ତୁ ।

ଜ୍ୟେଷ୍ଠା- ନୂତନ ଜମି କ୍ରୟ କରିବାର ସୁଯୋଗ ଆସିବ । ରାଜନୀତିରେ ସାହସିକ ପଦକ୍ଷେପ ନେଇ ଆଗକୁ ଅତିକ୍ରମ କରିବେ । ନୂତନ ଭାବେ ଆରମ୍ଭ କରୁଥିବା କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ ।

ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :