• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି କାମ କରିବାରେ ଆଗ୍ରହ ଆସିବ ନାହିଁ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ୧୧ଶୀ ଅହୋରାତ୍ର ଘାତଚନ୍ଦ୍ର- ନାସ୍ତି ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି

Sagittarius

ଧନୁ

Monday 17 Jun 2024

ମୂଳା- ବ୍ୟବସାୟର ପଥ ସୁଗମ ହେବ । ସଂସାରିକ ଜୀବନ ଖୁବ ଭଲ ରହିବ । ପ୍ରେମ ସମ୍ପର୍କ ମଧୁର ରହିବ । ଆର୍ଥିକ ଲାଭ ସହ ସମ୍ପତି ବୃଦ୍ଧି ହେବ ।

ପୂ,ଷାଢା- ରାଜନୀତିରେ ମୂଖ୍ୟ ଭୂମିକା ନିର୍ବାହ କରିବେ । ଚାକିରୀ ଆଦି କର୍ମକ୍ଷେତ୍ରରେ ସାମାନ୍ୟ ଅସୁବିଧାରେ ପଡିପାରନ୍ତି । ପ୍ରଶାସନିକ ସ୍ତରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ ।

ଉ,ଷାଢା- ଜମି ମାମଲା ତୁଟି ଯିବ । କ୍ରୀଡ଼ା, ସଙ୍ଗୀତ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । ବନ୍ଧୁ ମିଳନ ଯୋଗ ରହିଛି । କୌଣସି ନୂତନ ଯୋଜନା ଅର୍ଥ ଅଭାବ ଯୋଗୁ ଆରମ୍ଭ ହୋଇ ପାରିବ ନାହିଁ ।

ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :