• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି କାମ କରିବାରେ ଆଗ୍ରହ ଆସିବ ନାହିଁ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ୧୧ଶୀ ଅହୋରାତ୍ର ଘାତଚନ୍ଦ୍ର- ନାସ୍ତି ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି

Capricorn

ମକର

Monday 17 Jun 2024

ଉ,ଷାଢା- ପୁରୁଣା ରୋଗ ଭଲ ହୋଇଯିବ । ନିଜର ଦକ୍ଷତା ପଦର୍ଶନ କରିବା ପାଇଁ ସୁଯୋଗ ପାଇବେ । ବୈବାହିକ ଜୀବନ ପାଇଁ ଏକ ଅନୁକୂଳ ସମୟ ଭାବରେ ପରିଗଣିତ ହେବ । ଆପଣଙ୍କର ସମ୍ପର୍କରେ ମଧୁରତା ଆସିପାରେ ।

ଶ୍ରବଣା- ସନ୍ତାନମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସ୍ଥିର ଅବସ୍ଥା ଲାଗି ରହିବ । ନିଜର ମୂଲ୍ୟବାନ ଵାସ୍ତୁମାନଙ୍କର ବିଶେଷ ଧ୍ୟାନ ରଖନ୍ତୁ ।

ଧନିଷ୍ଠା- ହଠାତ୍ ଉପୁଜୁଥିବା କ୍ରୋଧକୁ ଆୟତ୍ତରେ ରଖନ୍ତୁ । ବିଶିଷ୍ଠ ଓକିଲଙ୍କ ସହ ବୈଠକ କରିବାରେ ଅବସର ପାଇବେ । ଭାବିଥିବା କୌଣସି ଜରୁରୀ କାମ ସଂପୂର୍ଣ୍ଣ ହେବ । ଜୀବନରେ ନୂଆ ସଂକେତ ମିଳିପାରେ ।

ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :