• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th March 2023: ଏହି ରାଶିର ବ୍ୟକ୍ତି ଆଜି ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇପାରନ୍ତି

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ଶୁକ୍ରବାର । ଚନ୍ଦ୍ର – ଧନୁ ଦିବା ୧୦.୧୭ ଗତେ ମକର,ତିଥି – ୧୦ ମୀ ଦିବା ୦୨.୦୭ ଗତେ ୧୧ଶୀ,ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ଦିବା ୧୦.୧୭ ଗତେ ସିଂହ,ଘାତ ବାର- ବିଛା , ଧନୁ ଓ ମୀନ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୨.୪୫ ପର୍ଯ୍ୟନ୍ତ

Aries

ମେଷ

Friday 17 Mar 2023

ଅଶ୍ୱନୀ- ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ କରିବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ । ପରିବାରରେ ହସ ଖୁସିର ପରିବେଶ ରହିବ । କାର‌୍ୟ୍ୟକ୍ଷେତ୍ରରେ ଆମଦାନି ବୃଦ୍ଧିର ସୁଯୋଗ ପାଇବେ

କୃତିକା- କ୍ୟାରିୟରରେ ଭଲ ଫଳାଫଳ ପାଇବେ । ବ୍ୟବସାୟରେ ଉନ୍ନତି ସହିତ ଅନେକ ସୁବିଧା ସୁଯୋଗ ପ୍ରାପ୍ତି ହେବ । ଘର କାମରେ ବ୍ୟସ୍ତ ଯୋଗୁଁ , ଅଫିସ ଯିବାରେ ବିଳମ୍ବ ହୋଇପାରେ

ଦ୍ୱିଜା- ଟଙ୍କା କାରବାରକୁ ନେଇ ଅନେକ ସୁବିଧା ପାଇବେ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢିପାରିବେ । ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ । ଜମି କାଗଜ ଦାୟିତ୍ୱରେ ରଖନ୍ତୁ

ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :