• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th March 2023: ଏହି ରାଶିର ବ୍ୟକ୍ତି ଆଜି ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇପାରନ୍ତି

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ଶୁକ୍ରବାର । ଚନ୍ଦ୍ର – ଧନୁ ଦିବା ୧୦.୧୭ ଗତେ ମକର,ତିଥି – ୧୦ ମୀ ଦିବା ୦୨.୦୭ ଗତେ ୧୧ଶୀ,ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ଦିବା ୧୦.୧୭ ଗତେ ସିଂହ,ଘାତ ବାର- ବିଛା , ଧନୁ ଓ ମୀନ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୨.୪୫ ପର୍ଯ୍ୟନ୍ତ

Taurus

ବୃଷ

Friday 17 Mar 2023

କୃତିକା- ସ୍ୱାସ୍ଥ୍ୟ ଖରାପ ହେବା କାରଣରୁ ମାନସିକ ଚିନ୍ତା ଲାଗିରହିବ । ପାରିବାରିକ ସହମତିରେ କାର‌୍ୟ୍ୟ ସିଦ୍ଧି ଘଟିପାରେ । କୈାଣସି କାର‌୍ୟ୍ୟ ହାତକୁ ନେଲେ ଶେଷ କରିବା ପରେ ଆଶ୍ୱସ୍ଥି ହେବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରୁ ଲାଭବାନ୍ ହେବେ

ରୋହିଣୀ- ବିଦ୍ୟାର୍ଥୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ପରିବର୍ତନ ହୋଇପାରେ । ରାଜନୈତିକ କ୍ଷେତ୍ରରେ ଶତୃମାନେ ଦୁର୍ବଳ ହେବେ । ବାଣିଜ୍ୟ କାରବାରରେ ଉତ୍ସାହଉଦ୍ଦିପନା ଯୁକ୍ତ ହେବ

ମୃଗଶିରା- ନାରୀମାନେ ଉଦର ପୀଡାରୁ ମୁକ୍ତି ପାଇବେ । ପୈତୃକ ସମ୍ପତିର ସମସ୍ୟା ସମାଧାନ ହେବ । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ । କଳା କ୍ଷେତ୍ରରେ ଥିବା ଲୋକଙ୍କୁ ଉନ୍ନତିର ନୂଆ ମାର୍ଗ ମିଳିବ

ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :