• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th March 2023: ଏହି ରାଶିର ବ୍ୟକ୍ତି ଆଜି ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇପାରନ୍ତି

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ଶୁକ୍ରବାର । ଚନ୍ଦ୍ର – ଧନୁ ଦିବା ୧୦.୧୭ ଗତେ ମକର,ତିଥି – ୧୦ ମୀ ଦିବା ୦୨.୦୭ ଗତେ ୧୧ଶୀ,ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ଦିବା ୧୦.୧୭ ଗତେ ସିଂହ,ଘାତ ବାର- ବିଛା , ଧନୁ ଓ ମୀନ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୨.୪୫ ପର୍ଯ୍ୟନ୍ତ

Pisces

ମୀନ

Friday 17 Mar 2023

ପୂ, ଭାଦ୍ରପଦ- ଉଭୟ ପ୍ରେମ ଓ ପାରିବାରିକ ଜୀବନରେ ଉତମ ବୁଝାବଣା ରହିବ । ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ବାହାରେ ଭୋଜନ କରିବେ । ବ୍ୟବସାୟରେ ଥିବା ସମସ୍ୟାକୁ ପଛରେ ପକାଇ ଆଗକୁ ବଢି ଚାଲିବେ ।

ଉ, ଭାଦ୍ରପଦ- କୈାଣସି କାର‌୍ୟ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ । ମହିଳା ମାନେ ବ୍ୟସ୍ତତା ଭିତରେ ସମୟ ବିତାଇବେ । ଛାତ୍ରଛାତ୍ରୀ ମାନେ ଉତମ ଫଳ ପ୍ରଦର୍ଶନ କରିବେ । ନିଜର ପରିସର ବୃଦ୍ଧି ପାଇଁ ଯଥା ସମ୍ଭବ ପ୍ରୟାସ କରିବେ

ରେବତୀ- ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଘରର ସୀମା ବା ସଂପତିକୁ ନେଇ ଆକସ୍ମିକ ସମସ୍ୟା ଦେଖା ଦେଇପାରେ । ରୋଜଗାରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ

ପ୍ରତିକାର - ସୂର୍ଯ୍ୟ ନାରାୟଣଙ୍କୁ ଜଳ ପ୍ରଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :