• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th March 2023: ଏହି ରାଶିର ବ୍ୟକ୍ତି ଆଜି ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇପାରନ୍ତି

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ଶୁକ୍ରବାର । ଚନ୍ଦ୍ର – ଧନୁ ଦିବା ୧୦.୧୭ ଗତେ ମକର,ତିଥି – ୧୦ ମୀ ଦିବା ୦୨.୦୭ ଗତେ ୧୧ଶୀ,ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ଦିବା ୧୦.୧୭ ଗତେ ସିଂହ,ଘାତ ବାର- ବିଛା , ଧନୁ ଓ ମୀନ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୨.୪୫ ପର୍ଯ୍ୟନ୍ତ

Cancer

କର୍କଟ

Friday 17 Mar 2023

ପୁନର୍ବସୁ- ମାନସିକ ସୁସ୍ଥତା ରହି ନପାରେ । ସହମର୍କୀଙ୍କ କଥାରେ ପ୍ରଭାବିତ ହୋଇ କୈାଣସି ନୂତନ କାମ କରିପାରନ୍ତି । ବୈବାହିକ ବନ୍ଧନରେ ବାନ୍ଧି ହୋଇପାରନ୍ତି । ସତର୍କରେ ପଦକ୍ଷପ ନନେଲେ ଲକ୍ଷ ସାଧନରେ ବିଳମ୍ବ ଘଟିବ

ପୁଷ୍ୟା- ଆଜି ବ୍ୟବସାୟରେ ଆବଶ୍ୟକତା ଠାରୁ ଅଧିକ ଖର୍ଚ୍ଚ କରିବାକୁ ପଡିବ । ଲେଖାପଢାରେ ସୁଫଳ ପାଇବେ । ରାଜନିତିରେ ମନ ଚାହୁଁଥିବା ପଦବୀ ମିଳିପାରେ । ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇ ପାରନ୍ତି

ଅଶ୍ଳେଷା- କାରବାରରେ ସଫଳତା ପାଇବେ । ଭୂ-ସମ୍ପକୁ ନେଇ ସମସ୍ୟା ଉପୁଜିପାରେ । ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ

ପ୍ରତିକାର – ଶନିଦେବଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :